ଓଡିଆ ବାଇବଲ |
URV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
History
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:0 (10 38 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
1
ଅତଏବ, ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ଵରଙ୍କ ଅନୁକାରୀ ହୁଅ ।
2
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର, ।
3
କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ଵା ଲୋଭ, ଏହିସବୁ ନାମରେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ, ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
4
ପୁଣି ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ନ ହେଉ, ବରଂ ଧନ୍ୟବାଦ ଦିଆଯାଉ ।
5
କାରଣ ତୁମ୍ଭେମାନେ ନିଶ୍ଚୟରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ- ସେ ତ ଦେବ ପୂଜକ- ଏମାନଙ୍କର ଖ୍ରୀଷ୍ଟ ଓ ଈଶ୍ଵରଙ୍କର ରାଜ୍ୟରେ ଅଧିକାର ନାହିଁ ।
6
କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ ।
7
ଅତଏବ, ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ,
8
କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
9
(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ଵରୂପ),
10
ପ୍ରଭୁଙ୍କର କଅଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;
11
ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;
12
କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,
13
କିନ୍ତୁ ଯେସମସ୍ତ ବିଷୟର ଦୋଷ ଆଲୋକ ଦ୍ଵାରା ଦେଖାଇ ଦିଆଯାଏ, ସେହିସବୁ ପ୍ରକାଶିତ ହୁଏ, କାରଣ ଯାହାସବୁ ପ୍ରକାଶିତ ହୁଏ, ତାହା ଆଲୋକ ।
14
ଏଣୁ ଉକ୍ତ ଅଛି, “ହେ ନିଦ୍ରିତ, ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ ।”
15
ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ଵନ୍ଧରେ ବିଶେଷ ସାବଧାନ ହୁଅ,
16
ପୁଣି, ସୁଯୋଗର ସଦ୍ବ୍ୟବହାର କର, କାରଣ କାଳ ମନ୍ଦ ଅଟେ ।
17
ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର ଇଚ୍ଛା କଅଣ, ତାହା ବୁଝ ।
18
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ,
19
ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା ପରସ୍ପରକୁ ଉତ୍ସାହ ଦିଅ, ପୁଣି ତୁମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ସଂକୀର୍ତ୍ତନ ଓ ଗୀତ ଗାନ କର,
20
ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ,
21
ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପର ବଶୀଭୂତ ହୁଅ ।
22
ହେ ସ୍ତ୍ରୀମାନେ, ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା, ସେହିପରି ଆପଣା ଆପଣା ସ୍ଵାମୀର ବଶୀଭୂତା ହୁଅ,
23
କାରଣ ଖ୍ରୀଷ୍ଟ ଯେପରି ମଣ୍ତଳୀର ମସ୍ତକସ୍ଵରୂପ, ସ୍ଵାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ତଳୀର ତ୍ରାଣକର୍ତ୍ତା ।
24
ହଁ, ମଣ୍ତଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତା, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ଵାମୀର ବଶୀଭୂତା ହେଉନ୍ତୁ ।
25
ହେ ସ୍ଵାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ତଳୀକି ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର, ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ;
26
ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ଵାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
27
ଯେପରି ମଣ୍ତଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।
28
ସେହିପରି ସ୍ଵାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ;
29
କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ, ଖ୍ରୀଷ୍ଟ ମଧ୍ୟ ମଣ୍ତଳୀ ପ୍ରତି ସେହିପରି କରନ୍ତି,
30
ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ ।
31
“ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।”
32
ଏହା ଗୋଟିଏ ଅତି ନିଗୂଢ଼ ତତ୍ତ୍ଵ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ତଳୀ ସମ୍ଵନ୍ଧରେ ଏହା କହୁଅଛି ।
33
ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମ ତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ଵାମୀକି ଭକ୍ତି କରୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5
1
ଅତଏବ, ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ଵରଙ୍କ ଅନୁକାରୀ ହୁଅ ।
.::.

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References