ଓଡିଆ ବାଇବଲ |
URV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
11
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
History
ଯିରିମିୟ 11:0 (05 37 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 11
1
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,
2
ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;
3
ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,ଗୀତ.୧୦୫:୯
4
ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ତରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,
5
ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ! ତହିଁରେ ମୁଁ ଉତ୍ତର ଦେଇ କହିଲି, ହେ ସଦାପ୍ରଭୁ, ଆମେନ୍ ।
6
ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର ।
7
କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର ।
8
ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ ।
9
ଆଉ, ସଦାପ୍ରଭୁ ମୋତେ କହିଲେ, ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରା; ଦେଖାଯାଏ ।
10
ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତିନ୍ତ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି ।
11
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ଵର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ ।
12
ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ଵଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ଵର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ ।
13
କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ ।
14
ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ଵର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ଵର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ ।
15
ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି⇧, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ ।
16
ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜିତବୃକ୍ଷ ବୋଲି ନାମ ଦେଲେ; ଲୋକାରଣ୍ୟର ମହାଶଦ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ଵଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି ।
17
ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି ।
18
ଅନନ୍ତର ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ ।
19
ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶା; ମେଷଶାବକ ଓ ବଳଦ ପରି ଥିଲି; ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ, ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି ।
20
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି ।
21
ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ଵେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ
22
ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ଼୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
23
ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ-ପ୍ରାପ୍ତିର ବର୍ଷ ଆଣିବା ।
ଯିରିମିୟ 11
1
ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,
.::.

ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References