ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 115

1. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର । 2. ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ? 3. ମାତ୍ର ଆମ୍ଭମାନଙ୍କ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି । 4. ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ । 5. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ । 6. ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; 7. ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ । 8. ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ । 9. ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । 10. ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । 11. ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । 12. ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ । 13. ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ । 14. ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ । 15. ତୁମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ । 16. ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି । 17. ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ; 18. ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1. ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ଵିତ କର । .::. 2. ଏବେ ସେମାନଙ୍କର ପରମେଶ୍ଵର କାହାନ୍ତି, ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ? .::. 3. ମାତ୍ର ଆମ୍ଭମାନଙ୍କ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି । .::. 4. ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ । .::. 5. ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ । .::. 6. ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ; .::. 7. ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ । .::. 8. ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ । .::. 9. ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । .::. 10. ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । .::. 11. ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ । .::. 12. ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ-ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ । .::. 13. ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ । .::. 14. ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ । .::. 15. ତୁମ୍ଭେମାନେ ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ଅଟ । .::. 16. ସ୍ଵର୍ଗ ସଦାପ୍ରଭୁଙ୍କର ସ୍ଵର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି । .::. 17. ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ; .::. 18. ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References