ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 41

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ । 2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ । 3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ । 4 ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି । 5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ? 6 ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ । 7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି । 8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ । 9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି । 10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି । 11 ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ । 12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ । 13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ । .::. 2 ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ତୁମ୍ଭେ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କର ନାହିଁ । .::. 3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ । .::. 4 ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି । .::. 5 ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ? .::. 6 ସେ ମୋତେ ଦେଖିବାକୁ ଆସିଲେ, ଅସାର କଥା କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ । .::. 7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି । .::. 8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ । .::. 9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି । .::. 10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି । .::. 11 ମୋହର ଶତ୍ରୁ ମୋʼ ଉପରେ ଜୟଧ୍ଵନି କରୁନାହିଁ, ଏସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋʼଠାରେ ସନ୍ତୁଷ୍ଟ ଅଛ । .::. 12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ । .::. 13 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ । ଆମେନ୍, ଆମେନ୍ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References