ଓଡିଆ ବାଇବଲ |
WEB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଏଷ୍ଟର ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
4
5
6
7
8
9
10
:
1
2
3
4
5
6
7
8
9
10
11
12
13
14
15
ରେକର୍ଡଗୁଡିକ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:13 (07 24 am)
ଏଷ୍ଟର ବିବରଣ 3:0 (07 24 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଏଷ୍ଟର ବିବରଣ ଅଧ୍ୟାୟ 3
1
ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା ।
2
ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ ।
3
ଏଣୁ ରାଜଦ୍ଵାରବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?
4
ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା ।
5
ଯେତେବେଳେ ହାମନ୍ ଦେଖିଲା ଯେ, ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲା ।
6
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲା; କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ଵେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା,
7
ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ ।
8
ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ ।
9
ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶ ହଜାର ତାଳ; ରୂପା ଦେବି ।
10
ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି⇧ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା ।
11
ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର ।
12
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା⇧ ।
13
ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା ।
14
ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା ।
15
ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା ।
ଏଷ୍ଟର ବିବରଣ 3
1. ଏହି ସକଳ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚପଦାନ୍ଵିତ କଲା, ଆଉ ତାହାର ସଙ୍ଗୀ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା । 2. ତହିଁରେ ରାଜାର ଯେତେ ଦାସ ରାଜଦ୍ଵାରରେ ଥିଲେ, ସେସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ; କାରଣ ରାଜା ତାହା ବିଷୟରେ ସେରୂପ ଆଜ୍ଞା ଦେଇଥିଲା; ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ । 3. ଏଣୁ ରାଜଦ୍ଵାରବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ? 4. ଏହିରୂପେ ସେମାନେ ନିତି ନିତି ତାହାକୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲା ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା । 5. ଯେତେବେଳେ ହାମନ୍ ଦେଖିଲା ଯେ, ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲା । 6. ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲା; କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ଵେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା, 7. ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ । 8. ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ । 9. ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶ ହଜାର ତାଳ; ରୂପା ଦେବି । 10. ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି⇧ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା । 11. ପୁଣି, ରାଜା ହାମନ୍କୁ କହିଲା, ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା, ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର । 12. ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା⇧ । 13. ପୁଣି, ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ଯୁବା, ବୃଦ୍ଧ, ଶିଶୁ ଓ ସ୍ତ୍ରୀମାନଙ୍କ ସହିତ ସବୁ ଯିହୁଦୀୟମାନଙ୍କୁ ସଂହାର, ବଧ ଓ ବିନାଶ କରିବାକୁ ଓ ସେମାନଙ୍କ ସମ୍ପତ୍ତି ଲୁଟିବାକୁ ସେହି ପତ୍ର ଧାବକଗଣଙ୍କ ଦ୍ଵାରା ରାଜାର ସବୁ ପ୍ରଦେଶକୁ ପ୍ରେରିତ ହେଲା । 14. ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା । 15. ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍ ନଗର ଉଦ୍ବିଗ୍ନ ହେଲା ।
ଏଷ୍ଟର ବିବରଣ ଅଧ୍ୟାୟ 1
ଏଷ୍ଟର ବିବରଣ ଅଧ୍ୟାୟ 2
ଏଷ୍ଟର ବିବରଣ ଅଧ୍ୟାୟ 3
ଏଷ୍ଟର ବିବରଣ ଅଧ୍ୟାୟ 4
ଏଷ୍ଟର ବିବରଣ ଅଧ୍ୟାୟ 5
ଏଷ୍ଟର ବିବରଣ ଅଧ୍ୟାୟ 6
ଏଷ୍ଟର ବିବରଣ ଅଧ୍ୟାୟ 7
ଏଷ୍ଟର ବିବରଣ ଅଧ୍ୟାୟ 8
ଏଷ୍ଟର ବିବରଣ ଅଧ୍ୟାୟ 9
ଏଷ୍ଟର ବିବରଣ ଅଧ୍ୟାୟ 10
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References