ଓଡିଆ ବାଇବଲ |
WEB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
4
5
6
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
ରେକର୍ଡଗୁଡିକ
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:0 (05 25 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
1
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲାଣ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।
2
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ?
3
ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?
4
ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶ ଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?
5
ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିର କାର୍ଯ୍ୟ ସାଧନ କରନ୍ତି, ସେ କି ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ଵାସରେ ଶୁଣିବା ହେତୁ କରନ୍ତି?
6
ଯେପରି ଅବ୍ରହାମ ଈଶ୍ଵରଙ୍କୁ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
7
ଅତଏବ ଯେଉଁମାନେ ବିଶ୍ଵାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ ।
8
ଆଉ ଈଶ୍ଵର ବିଜାତିମାନଙ୍କୁ ବିଶ୍ଵାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,‘‘ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ” ।
9
ଏଣୁ ଯେଉଁମାନେ ବିଶ୍ଵାସୀ, ସେମାନେ ବିଶ୍ଵାସୀ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।
10
କାରଣ ଯେତେ ଲୋକ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେକେହି ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶାପଗ୍ରସ୍ତ ।”
11
ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ ।”
12
ଆଉ ବିଶ୍ଵାସ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।
13
ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଅବ୍ରହାମଙ୍କର ଆଶୀର୍ବାଦ ଯେପରି ବିଜାତିମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ଵାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
14
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।
15
ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଇଚ୍ଛାପତ୍ର ମନୁଷ୍ୟ ଦ୍ଵାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।
16
ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।
17
ମୋହର ଭାବ ଏହି, ଯେଉଁ ନିୟମ ଈଶ୍ଵରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦତ୍ତ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ ।
18
କାରଣ ଅଧିକାର ଯଦି ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ଵର ପ୍ରତିଜ୍ଞା ଦ୍ଵାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି ।
19
ତେବେ ବ୍ୟବସ୍ଥା କାହିଁକି ଦତ୍ତ ହେଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି ତାହା ଦୂତମାନଙ୍କ ଦ୍ଵାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।
20
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହନ୍ତି, କିନ୍ତୁ ଈଶ୍ଵର ଏକ ।
21
ତେବେ ବ୍ୟବସ୍ଥା କି ଈଶ୍ଵରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ବ୍ୟବସ୍ଥା ଦତ୍ତ ହୋଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ବ୍ୟବସ୍ଥାମୂଳକ ହୁଅନ୍ତା ।
22
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ହେତୁ ପ୍ରତିଜ୍ଞା ବିଶ୍ଵାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି ।
23
ମାତ୍ର ସେହି ବିଶ୍ଵାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ଵାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ ।
24
ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା ।
25
କିନ୍ତୁ ଏବେ ସେହି ବିଶ୍ଵାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ ।
26
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କର ସନ୍ତାନ ହୋଇଅଛ;
27
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
28
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ, ।
29
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3
1. ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲାଣ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା । 2. ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ? 3. ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ? 4. ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶ ଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା? 5. ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିର କାର୍ଯ୍ୟ ସାଧନ କରନ୍ତି, ସେ କି ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ଵାସରେ ଶୁଣିବା ହେତୁ କରନ୍ତି? 6. ଯେପରି ଅବ୍ରହାମ ଈଶ୍ଵରଙ୍କୁ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା । 7. ଅତଏବ ଯେଉଁମାନେ ବିଶ୍ଵାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ । 8. ଆଉ ଈଶ୍ଵର ବିଜାତିମାନଙ୍କୁ ବିଶ୍ଵାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,‘‘ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ” । 9. ଏଣୁ ଯେଉଁମାନେ ବିଶ୍ଵାସୀ, ସେମାନେ ବିଶ୍ଵାସୀ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି । 10. କାରଣ ଯେତେ ଲୋକ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେକେହି ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶାପଗ୍ରସ୍ତ ।” 11. ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ ।” 12. ଆଉ ବିଶ୍ଵାସ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ । 13. ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଅବ୍ରହାମଙ୍କର ଆଶୀର୍ବାଦ ଯେପରି ବିଜାତିମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ଵାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ, 14. ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ । 15. ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଇଚ୍ଛାପତ୍ର ମନୁଷ୍ୟ ଦ୍ଵାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ । 16. ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ । 17. ମୋହର ଭାବ ଏହି, ଯେଉଁ ନିୟମ ଈଶ୍ଵରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦତ୍ତ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ । 18. କାରଣ ଅଧିକାର ଯଦି ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ଵର ପ୍ରତିଜ୍ଞା ଦ୍ଵାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି । 19. ତେବେ ବ୍ୟବସ୍ଥା କାହିଁକି ଦତ୍ତ ହେଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି ତାହା ଦୂତମାନଙ୍କ ଦ୍ଵାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା । 20. ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହନ୍ତି, କିନ୍ତୁ ଈଶ୍ଵର ଏକ । 21. ତେବେ ବ୍ୟବସ୍ଥା କି ଈଶ୍ଵରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ବ୍ୟବସ୍ଥା ଦତ୍ତ ହୋଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ବ୍ୟବସ୍ଥାମୂଳକ ହୁଅନ୍ତା । 22. କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ହେତୁ ପ୍ରତିଜ୍ଞା ବିଶ୍ଵାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି । 23. ମାତ୍ର ସେହି ବିଶ୍ଵାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ଵାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ । 24. ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା । 25. କିନ୍ତୁ ଏବେ ସେହି ବିଶ୍ଵାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ । 26. କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କର ସନ୍ତାନ ହୋଇଅଛ; 27. ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ । 28. ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ, । 29. ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 5
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 6
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References