ଓଡିଆ ବାଇବଲ |
WEB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ହଗୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
ରେକର୍ଡଗୁଡିକ
ହଗୟ 2:0 (12 09 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ହଗୟ ଅଧ୍ୟାୟ 2
1
ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2
ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ,
3
ଏହି ଗୃହକୁ ତାହାର ପୂର୍ବ ଐଶ୍ଵର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କିପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ?
4
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି;
5
କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ ।
6
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା;
7
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ଵର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
8
ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
9
ଏହି ଗୃହର ପୂର୍ବ କାଳର ଐଶ୍ଵର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ଵର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
10
ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି;
11
ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
12
କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯେବେ ତାହାର ଅଞ୍ଚଳ ରୁଟୀ କିମ୍ଵା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା ।
13
ସେତେବେଳେ ହାଗୟ କହିଲେ, ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଲୋକ ଯେବେ ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ ।
14
ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ ।
15
ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର;
16
ସେହି ସକଳ ସମୟରେ କେହି ବିଂଶତି ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ତରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର ବିଂଶତି ପାତ୍ର ହେଲା ।
17
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ଵାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି ।
18
ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର ।
19
ଗୋଲାରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଏଯାଏ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ଵ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ଆଜି ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ।
20
ଅନନ୍ତର ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
21
ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀକି ହଲାଇବା;
22
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ଵ ଓ ଅଶ୍ଵାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ଵାରା ପତିତ ହେବେ ।
23
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ଵରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
ହଗୟ 2
1. ସପ୍ତମ ମାସ, ମାସର ଏକବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 2. ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ, 3. ଏହି ଗୃହକୁ ତାହାର ପୂର୍ବ ଐଶ୍ଵର୍ଯ୍ୟାବସ୍ଥାରେ ଯେ ଦେଖିଲା, ତୁମ୍ଭମାନଙ୍କ ମଧ୍ୟରେ ଏପରି ଅବଶିଷ୍ଟ କିଏ ଅଛି? ତେବେ, ବର୍ତ୍ତମାନ ତୁମ୍ଭେମାନେ ତାହା କିପ୍ରକାର ଦେଖୁଅଛ? ତାହା କି ତୁମ୍ଭମାନଙ୍କ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ ନୁହେଁ? 4. ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି; 5. କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ । 6. କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆଉ ଥରେ ଅଳ୍ପ କାଳ ମଧ୍ୟରେ ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ଶୁଷ୍କଭୂମିକି ହଲାଇବା; 7. ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ଵର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । 8. ରୂପା ଆମ୍ଭର ଓ ସୁନା ଆମ୍ଭର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । 9. ଏହି ଗୃହର ପୂର୍ବ କାଳର ଐଶ୍ଵର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ଵର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । 10. ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ନବମ ମାସର ଚତୁର୍ବିଂଶ ଦିନରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; 11. ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ, 12. କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯେବେ ତାହାର ଅଞ୍ଚଳ ରୁଟୀ କିମ୍ଵା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା । 13. ସେତେବେଳେ ହାଗୟ କହିଲେ, ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଲୋକ ଯେବେ ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ । 14. ତେବେ ହାଗୟ ଉତ୍ତର କରି କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭ ସାକ୍ଷାତରେ ଏହି ଲୋକମାନେ ଓ ଏହି ଗୋଷ୍ଠୀ ତଦ୍ରୂପ ଅଟନ୍ତି ଓ ସେମାନଙ୍କର ହସ୍ତକୃତ ଯାବତୀୟ କର୍ମ ତଦ୍ରୂପ ଅଟେ; ଆଉ, ସେହି ସ୍ଥାନରେ ଯାହା ସେମାନେ ଉତ୍ସର୍ଗ କରନ୍ତି, ତାହା ଅଶୁଚି ଅଟେ । 15. ଏବେ ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନର ପୂର୍ବ, ଅର୍ଥାତ୍, ସଦାପ୍ରଭୁଙ୍କ ମନ୍ଦିରରେ ପ୍ରସ୍ତର ଉପରେ ପ୍ରସ୍ତର ସ୍ଥାପିତ ହେବା ପୂର୍ବ ଦିନସକଳ ବିବେଚନା କର; 16. ସେହି ସକଳ ସମୟରେ କେହି ବିଂଶତି ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ତରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର ବିଂଶତି ପାତ୍ର ହେଲା । 17. ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ଵାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି । 18. ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର । 19. ଗୋଲାରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଏଯାଏ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ଵ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ଆଜି ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା । 20. ଅନନ୍ତର ମାସର ଚତୁର୍ବିଂଶ ଦିନ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ହାଗୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, 21. ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲକୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ତଳ ଓ ପୃଥିବୀକି ହଲାଇବା; 22. ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ଵ ଓ ଅଶ୍ଵାରୋହୀମାନେ ଆପଣା ଭ୍ରାତାର ଖଡ଼୍ଗ ଦ୍ଵାରା ପତିତ ହେବେ । 23. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଶଲ୍ଟୀୟେଲର ପୁତ୍ର, ଆମ୍ଭର ଦାସ ଯିରୁବ୍ବାବିଲ, ସେଦିନ ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା ଓ ତୁମ୍ଭକୁ ମୁଦ୍ରାର୍ଥକ ଅଙ୍ଗୁରୀୟ ସ୍ଵରୂପ କରିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
ହଗୟ ଅଧ୍ୟାୟ 1
ହଗୟ ଅଧ୍ୟାୟ 2
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References