ଓଡିଆ ବାଇବଲ |
WEB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
7
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
ରେକର୍ଡଗୁଡିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:0 (11 28 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7
1
ତତ୍ପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ବୃକ୍ଷ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି ।
2
ପୁଣି ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ଵରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପ୍ରାପ୍ତ ସେହି ଚାରି ଦୂତଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ,
3
ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ ।
4
ତତ୍ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ସହସ୍ର ଲୋକ ମୁଦ୍ରାଙ୍କିତ ହେଲେ,
5
ଯିହୁଦା ବଂଶରୁ ଦ୍ଵାଦଶ ସହସ୍ର, ରୁବେନ ବଂଶରୁ ଦ୍ଵାଦଶ ସହସ୍ର, ଗାଦ ବଂଶରୁ ଦ୍ଵାଦଶ ସହସ୍ର,
6
ଆଶେର ବଂଶରୁ ଦ୍ଵାଦଶ ସହସ୍ର, ନପ୍ତାଲୀ ବଂଶରୁ ଦ୍ଵାଦଶ ସହସ୍ର, ମନଃଶି ବଂଶରୁ ଦ୍ଵାଦଶ ସହସ୍ର,
7
ଶିମୀୟୋନ ବଂଶରୁ ଦ୍ଵାଦଶ ସହସ୍ର, ଲେବୀ ବଂଶରୁ ଦ୍ଵାଦଶ ସହସ୍ର, ଇସାଖର ବଂଶରୁ ଦ୍ଵାଦଶ ସହସ୍ର,
8
ସବୂଲୂନ୍ ବଂଶରୁ ଦ୍ଵାଦଶ ସହସ୍ର, ଯୋଷେଫ ବଂଶରୁ ଦ୍ଵାଦଶ ସହସ୍ର, ବିନ୍ୟାମୀନ ବଂଶରୁ ଦ୍ଵାଦଶ ସହସ୍ର ।
9
ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହା ଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରି ବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଅଛନ୍ତି;
10
ସେମାନେ ଉଚ୍ଚ ସ୍ଵରରେ କହୁଅଛନ୍ତି, ପରିତ୍ରାଣ ସିଂହାସନୋପବିଷ୍ଟ ଆମ୍ଭମାନଙ୍କ ଈଶ୍ଵରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ ।
11
ପୁଣି ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି, ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ଵରଙ୍କୁ ପ୍ରଣାମ କରି କହୁଅଛନ୍ତି,
12
ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍ ।
13
ପୁଣି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଶୁକ୍ଳ ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?
14
ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି । ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।
15
ସେଥିପାଇଁ ସେମାନେ ଈଶ୍ଵରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କର ଉପାସନା କରନ୍ତି, ପୁଣି ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ଵରୂପ ହେବେ ।
16
ସେମାନଙ୍କର ଆଉ କେବେହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,
17
କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇନେବେ, ପୁଣି ଈଶ୍ଵର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7
1. ତତ୍ପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ବୃକ୍ଷ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି । 2. ପୁଣି ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ଵରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପ୍ରାପ୍ତ ସେହି ଚାରି ଦୂତଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ, 3. ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ । 4. ତତ୍ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ସହସ୍ର ଲୋକ ମୁଦ୍ରାଙ୍କିତ ହେଲେ, 5. ଯିହୁଦା ବଂଶରୁ ଦ୍ଵାଦଶ ସହସ୍ର, ରୁବେନ ବଂଶରୁ ଦ୍ଵାଦଶ ସହସ୍ର, ଗାଦ ବଂଶରୁ ଦ୍ଵାଦଶ ସହସ୍ର, 6. ଆଶେର ବଂଶରୁ ଦ୍ଵାଦଶ ସହସ୍ର, ନପ୍ତାଲୀ ବଂଶରୁ ଦ୍ଵାଦଶ ସହସ୍ର, ମନଃଶି ବଂଶରୁ ଦ୍ଵାଦଶ ସହସ୍ର, 7. ଶିମୀୟୋନ ବଂଶରୁ ଦ୍ଵାଦଶ ସହସ୍ର, ଲେବୀ ବଂଶରୁ ଦ୍ଵାଦଶ ସହସ୍ର, ଇସାଖର ବଂଶରୁ ଦ୍ଵାଦଶ ସହସ୍ର, 8. ସବୂଲୂନ୍ ବଂଶରୁ ଦ୍ଵାଦଶ ସହସ୍ର, ଯୋଷେଫ ବଂଶରୁ ଦ୍ଵାଦଶ ସହସ୍ର, ବିନ୍ୟାମୀନ ବଂଶରୁ ଦ୍ଵାଦଶ ସହସ୍ର । 9. ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହା ଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରି ବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଅଛନ୍ତି; 10. ସେମାନେ ଉଚ୍ଚ ସ୍ଵରରେ କହୁଅଛନ୍ତି, ପରିତ୍ରାଣ ସିଂହାସନୋପବିଷ୍ଟ ଆମ୍ଭମାନଙ୍କ ଈଶ୍ଵରଙ୍କର ଓ ମେଷଶାବକଙ୍କର କାର୍ଯ୍ୟ । 11. ପୁଣି ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି, ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ଵରଙ୍କୁ ପ୍ରଣାମ କରି କହୁଅଛନ୍ତି, 12. ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ଵରଙ୍କର; ଆମେନ୍ । 13. ପୁଣି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଶୁକ୍ଳ ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? 14. ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣହିଁ ତାହା ଜାଣନ୍ତି । ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଳେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି । 15. ସେଥିପାଇଁ ସେମାନେ ଈଶ୍ଵରଙ୍କ ସିଂହାସନ ସମ୍ମୁଖରେ ଥାଇ ଦିବାରାତ୍ର ତାହାଙ୍କର ଉପାସନା କରନ୍ତି, ପୁଣି ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ଵରୂପ ହେବେ । 16. ସେମାନଙ୍କର ଆଉ କେବେହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ, 17. କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇନେବେ, ପୁଣି ଈଶ୍ଵର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References