ଓଡିଆ ବାଇବଲ |
WLC
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
12
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
ରେକର୍ଡଗୁଡିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12:0 (06 40 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12
1
ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
2
ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।
3
ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ ।
4
ଅନୁଗ୍ରହଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
5
ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;
6
କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ଵର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି ।
7
କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ ।
8
କାରଣ ଜଣକୁ ଆତ୍ମାଙ୍କ ଦ୍ଵାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
9
ଅପର ଜଣକୁ ସେହି ଆତ୍ମାଙ୍କ ଦ୍ଵାରା ବିଶ୍ଵାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ଵାରା ଆରୋଗ୍ୟ କରିବାର ଶକ୍ତି,
10
ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ ।
11
କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି ।
12
କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ ।
13
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ ।
14
କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ ।
15
ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
16
ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।
17
ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ?
18
କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି ।
19
ଆଉ, ଯଦି ସେସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
20
କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ ।
21
ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ ।
22
ବରଂ ଅନ୍ୟ ପକ୍ଷରେ ଶରୀରର ଯେସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକା; ପ୍ରୟୋଜନୀୟ;
23
ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
24
କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ ।
25
ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।
26
ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଦୁଃଖଭୋଗ କରନ୍ତି, କିମ୍ଵା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଆନନ୍ଦ କରନ୍ତି ।
27
ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗସ୍ଵରୂପ ।
28
ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।
29
ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ?
30
ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
31
କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 12
1. ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ । 2. ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ବିଜାତି ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ । 3. ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ । 4. ଅନୁଗ୍ରହଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ; 5. ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ; 6. କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ଵର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି । 7. କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ । 8. କାରଣ ଜଣକୁ ଆତ୍ମାଙ୍କ ଦ୍ଵାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ, 9. ଅପର ଜଣକୁ ସେହି ଆତ୍ମାଙ୍କ ଦ୍ଵାରା ବିଶ୍ଵାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ଵାରା ଆରୋଗ୍ୟ କରିବାର ଶକ୍ତି, 10. ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ । 11. କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି । 12. କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ । 13. ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ । 14. କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ । 15. ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ । 16. ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ । 17. ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଆଘ୍ରାଣ କେଉଁଠାରେ? 18. କିନ୍ତୁ ଈଶ୍ଵର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି । 19. ଆଉ, ଯଦି ସେସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ? 20. କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ । 21. ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହି ପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହି ପାରେ ନାହିଁ । 22. ବରଂ ଅନ୍ୟ ପକ୍ଷରେ ଶରୀରର ଯେସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକା; ପ୍ରୟୋଜନୀୟ; 23. ପୁଣି, ଶରୀରର ଯେଉଁସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅସୁନ୍ଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ, 24. କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ । 25. ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ଵର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି । 26. ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଦୁଃଖଭୋଗ କରନ୍ତି, କିମ୍ଵା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାʼର ସହିତ ଆନନ୍ଦ କରନ୍ତି । 27. ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗସ୍ଵରୂପ । 28. ପୁଣି, ଈଶ୍ଵର ମଣ୍ତଳୀରେ ପ୍ରଥମରେ ପ୍ରେରିତ, ଦ୍ଵିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଶକ୍ତିର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି । 29. ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ? 30. ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି? 31. କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକା; ଚେଷ୍ଟା କର । ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References