ଓଡିଆ ବାଇବଲ |
WLC
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
13
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
ରେକର୍ଡଗୁଡିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13:0 (07 15 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13
1
ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି ।
2
ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।
3
ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ ।
4
ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
5
ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
6
ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
7
ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।
8
ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ ।
9
କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ ।
10
କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ ।
11
ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।
12
କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।
13
ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 13
1. ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି । 2. ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ । 3. ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ । 4. ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, 5. ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, 6. ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; 7. ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ । 8. ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ । 9. କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ । 10. କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ । 11. ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି । 12. କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି । 13. ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References