ଓଡିଆ ବାଇବଲ |
WLC
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
15
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
ରେକର୍ଡଗୁଡିକ
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:0 (01 03 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15
1
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
2
ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ଵାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ଵାସୀ ହୋଇଥିଲ ।
3
କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
4
ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
5
ସେ କେଫାଙ୍କୁ, ଆଉ, ତାହାପରେ ଦ୍ଵାଦଶଙ୍କୁ ଦର୍ଶନ ଦେଲେ;
6
ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତଣଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରା-ପ୍ରାପ୍ତ ହୋଇଅଛନ୍ତି ।
7
ତତ୍ପରେ ଯେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;
8
ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ ।
9
କାରଣ ଈଶ୍ଵରଙ୍କ ମଣ୍ତଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।
10
କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ଵରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ଵରଙ୍କ ଅନୁଗ୍ରହ ତାହା କରିଅଛି ।
11
ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ଵାସୀ ହୋଇଅଛ ।
12
ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
13
ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
14
ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ଵାସ ମଧ୍ୟ ବୃଥା,
15
ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ସମ୍ଵନ୍ଧରେ ଯେ ମିଥ୍ୟାସାକ୍ଷୀ, ଏହା ପ୍ରକାଶ ପାଏ । କାରଣ ଆମ୍ଭେମାନେ ଈଶ୍ଵରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇ ଅଛନ୍ତି; ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;
16
ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
17
ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ଵାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ ।
18
ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି ।
19
ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୁର୍ଭାଗ୍ୟ ।
20
କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ଵରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।
21
କାରଣ ମନୁଷ୍ୟ ଦ୍ଵାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ଵାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି ।
22
ଯେଣୁ ଆଦମ ଦ୍ଵାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ଵାରା ସମସ୍ତେ ସଜୀବ ହେବେ ।
23
କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା ଶ୍ରେଣୀରେ ପ୍ରଥମ ଫଳ ସ୍ଵରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
24
ତତ୍ପରେ ଯୁଗା; ଉପସ୍ଥିତ ହେବ, ସେସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ଵରଙ୍କୁ ରାଜତ୍ଵ ସମର୍ପଣ କରିବେ ।
25
କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ଵ କରିବାକୁ ହେବ ।
26
ଶେଷ ଶତ୍ରୁ ସ୍ଵରୂପେ ମୃତ୍ୟୁକୁ ଲୋପ କରାଯିବ;
27
କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ । ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହିସବୁର ଅନ୍ତର୍ଗତ ନୁହନ୍ତି ।
28
ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ଵୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ଵର ସର୍ବେସର୍ବା ହୁଅନ୍ତି ।
29
ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
30
ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ତରେ ବିପଦର ସମ୍ମୁଖୀନ ହେଉ?
31
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି ।
32
ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ‘ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବାʼ ।
33
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।
34
ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି ।
35
କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କିପ୍ରକାର ଶରୀରରେ ସେମାନେ ଆସନ୍ତି?
36
ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
37
ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର;
38
କିନ୍ତୁ ଈଶ୍ଵର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି ।
39
ସମସ୍ତ ଶରୀର ଏକପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକପ୍ରକାର ଶରୀର, ପଶୁମାନଙ୍କର ଅନ୍ୟପ୍ରକାର ଶରୀର, ପୁଣି ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟପ୍ରକାର ଶରୀର ।
40
ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟପ୍ରକାର ତେଜ ।
41
ସୂର୍ଯ୍ୟର ଏକପ୍ରକାର ତେଜ, ଚନ୍ଦ୍ରର ଅନ୍ୟପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟପ୍ରକାର ତେଜ; କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ ।
42
ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହିପ୍ରକାର । କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;
43
ଅନାଦରରେ ବୁଣାଯାଏ, ଗୌରବାନ୍ଵିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ସବଳ ହୋଇ ଉତ୍ଥିତ ହୁଏ;
44
ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ । ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀର ସୁଦ୍ଧା ଅଛି ।
45
ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ ।
46
ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ।
47
ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ଵିତୀୟ ମନୁଷ୍ୟ ସ୍ଵର୍ଗରୁ ଆଗତ, ।
48
ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି ଯେଉଁମାନେ ସ୍ଵର୍ଗୀୟ, ସେମାନେ ସ୍ଵର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ ।
49
ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ଵର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା ।
50
ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ଵରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ଵା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ ।
51
ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
52
କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ଵନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି ଆମ୍ଭେମାନେ ପରିବର୍ତ୍ତିତ ହେବା ।
53
କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ ।
54
କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ,
55
“ଜୟ ମୃତ୍ୟୁକୁ ଗ୍ରାସ କରିଅଛି ।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ଣ?” ଯିଶା. ୨୫:୮ ହୋଶେ. ୧୩:୧୪
56
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ବ୍ୟବସ୍ଥା;
57
କିନ୍ତୁ ଯେଉଁ ଈଶ୍ଵର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ ।
58
ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯନିବାନ୍ ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15
1. ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି; 2. ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ଵାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ଵାସୀ ହୋଇଥିଲ । 3. କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ, 4. ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ; 5. ସେ କେଫାଙ୍କୁ, ଆଉ, ତାହାପରେ ଦ୍ଵାଦଶଙ୍କୁ ଦର୍ଶନ ଦେଲେ; 6. ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତଣଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରା-ପ୍ରାପ୍ତ ହୋଇଅଛନ୍ତି । 7. ତତ୍ପରେ ଯେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ; 8. ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ । 9. କାରଣ ଈଶ୍ଵରଙ୍କ ମଣ୍ତଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ । 10. କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ଵରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ଵରଙ୍କ ଅନୁଗ୍ରହ ତାହା କରିଅଛି । 11. ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ଵାସୀ ହୋଇଅଛ । 12. ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି? 13. ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; 14. ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ଵାସ ମଧ୍ୟ ବୃଥା, 15. ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ସମ୍ଵନ୍ଧରେ ଯେ ମିଥ୍ୟାସାକ୍ଷୀ, ଏହା ପ୍ରକାଶ ପାଏ । କାରଣ ଆମ୍ଭେମାନେ ଈଶ୍ଵରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇ ଅଛନ୍ତି; ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି; 16. ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି; 17. ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ଵାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ । 18. ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି । 19. ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୁର୍ଭାଗ୍ୟ । 20. କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ଵରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି । 21. କାରଣ ମନୁଷ୍ୟ ଦ୍ଵାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ଵାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି । 22. ଯେଣୁ ଆଦମ ଦ୍ଵାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ଵାରା ସମସ୍ତେ ସଜୀବ ହେବେ । 23. କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା ଶ୍ରେଣୀରେ ପ୍ରଥମ ଫଳ ସ୍ଵରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; 24. ତତ୍ପରେ ଯୁଗା; ଉପସ୍ଥିତ ହେବ, ସେସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ଵରଙ୍କୁ ରାଜତ୍ଵ ସମର୍ପଣ କରିବେ । 25. କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ଵ କରିବାକୁ ହେବ । 26. ଶେଷ ଶତ୍ରୁ ସ୍ଵରୂପେ ମୃତ୍ୟୁକୁ ଲୋପ କରାଯିବ; 27. କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ । ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହିସବୁର ଅନ୍ତର୍ଗତ ନୁହନ୍ତି । 28. ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ଵୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ଵର ସର୍ବେସର୍ବା ହୁଅନ୍ତି । 29. ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି? 30. ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ତରେ ବିପଦର ସମ୍ମୁଖୀନ ହେଉ? 31. ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି । 32. ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ‘ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବାʼ । 33. ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ । 34. ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ଵରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି । 35. କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କିପ୍ରକାର ଶରୀରରେ ସେମାନେ ଆସନ୍ତି? 36. ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ, 37. ଆଉ, ଯେଉଁ ଶରୀର ହେବ, ତାହା ତୁମ୍ଭେ ବୁଣ ନାହିଁ, କିନ୍ତୁ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, ତାହା କେବଳ ଦାନାମାତ୍ର; 38. କିନ୍ତୁ ଈଶ୍ଵର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି । 39. ସମସ୍ତ ଶରୀର ଏକପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକପ୍ରକାର ଶରୀର, ପଶୁମାନଙ୍କର ଅନ୍ୟପ୍ରକାର ଶରୀର, ପୁଣି ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମାଛମାନଙ୍କର ଅନ୍ୟପ୍ରକାର ଶରୀର । 40. ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟପ୍ରକାର ତେଜ । 41. ସୂର୍ଯ୍ୟର ଏକପ୍ରକାର ତେଜ, ଚନ୍ଦ୍ରର ଅନ୍ୟପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟପ୍ରକାର ତେଜ; କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ । 42. ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହିପ୍ରକାର । କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; 43. ଅନାଦରରେ ବୁଣାଯାଏ, ଗୌରବାନ୍ଵିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ସବଳ ହୋଇ ଉତ୍ଥିତ ହୁଏ; 44. ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ । ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀର ସୁଦ୍ଧା ଅଛି । 45. ଏହିପରି ମଧ୍ୟ ଲେଖା ଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ । 46. ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ । 47. ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ଵିତୀୟ ମନୁଷ୍ୟ ସ୍ଵର୍ଗରୁ ଆଗତ, । 48. ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି ଯେଉଁମାନେ ସ୍ଵର୍ଗୀୟ, ସେମାନେ ସ୍ଵର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ । 49. ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ଵର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା । 50. ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଈଶ୍ଵରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ଵା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ । 51. ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, 52. କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ଵନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି ଆମ୍ଭେମାନେ ପରିବର୍ତ୍ତିତ ହେବା । 53. କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ । 54. କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଏହି ଲିଖିତ ବାକ୍ୟ ସଫଳ ହେବ, 55. “ଜୟ ମୃତ୍ୟୁକୁ ଗ୍ରାସ କରିଅଛି ।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ଣ?” ଯିଶା. ୨୫:୮ ହୋଶେ. ୧୩:୧୪ 56. ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ବ୍ୟବସ୍ଥା; 57. କିନ୍ତୁ ଯେଉଁ ଈଶ୍ଵର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ । 58. ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯନିବାନ୍ ହୁଅ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References