ଓଡିଆ ବାଇବଲ |
WLC
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
ରେକର୍ଡଗୁଡିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:0 (05 07 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
1
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।
2
ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି ।
3
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
4
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।
5
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ । ପ୍ରଭୁ ନିକଟବର୍ତ୍ତୀ ।
6
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ ।
7
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।
8
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।
9
ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।
10
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।
11
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।
12
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।
13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।
14
ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ ।
15
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ ।
16
କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ ।
17
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।
18
ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ ।
19
ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।
20
ଆମ୍ଭମାନଙ୍କର ଈଶ୍ଵର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍ ।
21
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ । ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
22
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
23
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4
1. ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ । 2. ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି । 3. ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି । 4. ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର । 5. ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ । ପ୍ରଭୁ ନିକଟବର୍ତ୍ତୀ । 6. କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ । 7. ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ । 8. ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର । 9. ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ । 10. ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା । 11. ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି । 12. ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି । 13. ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ । 14. ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ । 15. ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ । 16. କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ । 17. ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ । 18. ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ । 19. ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ । 20. ଆମ୍ଭମାନଙ୍କର ଈଶ୍ଵର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍ । 21. ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ । ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । 22. ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । 23. ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References