ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 62

1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ । 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ଵାରା ଏକ ନୂତନ ନାମରେ ଖ୍ୟାତ ହେବ⇧ । 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ଵରୂପ ଓ ତୁମ୍ଭ ପରମେଶ୍ଵରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ଵରୂପ ହେବ । 4 ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ । 5 ଯୁବାଲୋକ ଯେପରି କୁମାରୀକି ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ଵର ତୁମ୍ଭଠାରେ ଆନନ୍ଦ କରିବେ । 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ । 7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ । 8 ସଦାପ୍ରଭୁ ଆପଣାର ଦକ୍ଷିଣ ହସ୍ତ ଓ ବଳବାନ ବାହୁ ଦ୍ଵାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ । 9 ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ । 10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ । 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି । 12 ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ; ଆଉ, ତୁମ୍ଭେ ଅନ୍ଵେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ ।
1 ଯେପର୍ଯ୍ୟନ୍ତ ସିୟୋନର ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ଵଳ; ପ୍ରଦୀପର ନ୍ୟାୟ ପ୍ରକଟ ନ ହୁଏ, ସେପର୍ଯ୍ୟନ୍ତ ଆମ୍ଭେ ତାହା ନିମନ୍ତେ ନୀରବ ହେବା ନାହିଁ ଓ ଯିରୂଶାଲମ ନିମନ୍ତେ ବିଶ୍ରାମ କରିବା ନାହିଁ । .::. 2 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ଵାରା ଏକ ନୂତନ ନାମରେ ଖ୍ୟାତ ହେବ⇧ । .::. 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ଵରୂପ ଓ ତୁମ୍ଭ ପରମେଶ୍ଵରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ଵରୂପ ହେବ । .::. 4 ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ । .::. 5 ଯୁବାଲୋକ ଯେପରି କୁମାରୀକି ବିବାହ କରେ, ସେପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାରେ ଆନନ୍ଦ କରେ, ସେପରି ତୁମ୍ଭର ପରମେଶ୍ଵର ତୁମ୍ଭଠାରେ ଆନନ୍ଦ କରିବେ । .::. 6 ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାଚ ନୀରବ ନୋହିବେ । .::. 7 ହେ ସଦାପ୍ରଭୁଙ୍କୁ ସ୍ମରଣ କରାଇବା ଲୋକମାନେ, ସେ ଯେପର୍ଯ୍ୟନ୍ତ ଯିରୂଶାଲମକୁ ସ୍ଥାପନ ନ କରନ୍ତି ଓ ପୃଥିବୀ ମଧ୍ୟରେ ତାହାକୁ ପ୍ରଶଂସାର ପାତ୍ର ନ କରନ୍ତି, ସେପର୍ଯ୍ୟନ୍ତ ତୁମ୍ଭେମାନେ ବିଶ୍ରାମ କର ନାହିଁ, କି ତାହାଙ୍କୁ ବିଶ୍ରାମ କରିବାକୁ ଦିଅ ନାହିଁ । .::. 8 ସଦାପ୍ରଭୁ ଆପଣାର ଦକ୍ଷିଣ ହସ୍ତ ଓ ବଳବାନ ବାହୁ ଦ୍ଵାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ । .::. 9 ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ । .::. 10 ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ଵାର ମଧ୍ୟ ଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ଵଜା ଉଠାଅ । .::. 11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ଘୋଷଣା କରିଅଛନ୍ତି, ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ, ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି, ଦେଖ, ତାହାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି । .::. 12 ପୁଣି, ଲୋକମାନେ ସେମାନଙ୍କୁ ପବିତ୍ର ଲୋକ, ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ; ଆଉ, ତୁମ୍ଭେ ଅନ୍ଵେଷିତା, ଅପରିତ୍ୟକ୍ତା ନଗରୀ ବୋଲି ଖ୍ୟାତ ହେବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References