ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 85

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ । 2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ । [ସେଲା 3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ । 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର । 5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ? 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? 7 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର । 8 ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ । 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି । 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି । 11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି । 12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ । 13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ ।
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ । .::. 2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ । [ସେଲା .::. 3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ । .::. 4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର । .::. 5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ? .::. 6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? .::. 7 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର । .::. 8 ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ । .::. 9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି । .::. 10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି । .::. 11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି । .::. 12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ । .::. 13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References