ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବଂଶାବଳୀ

Notes

No Verse Added

ଦିତୀୟ ବଂଶାବଳୀ ଅଧ୍ୟାୟ 27

1. ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ । 2. ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ । ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ । 3. ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ । 4. ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ । 5. ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ । ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ । 6. ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ । 7. ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି । 8. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ । 9. ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।
1. ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ । .::. 2. ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ । ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ । .::. 3. ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ । .::. 4. ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ । .::. 5. ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ । ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ । .::. 6. ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ । .::. 7. ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି । .::. 8. ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ । .::. 9. ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ । .::.
  • ଦିତୀୟ ବଂଶାବଳୀ ଅଧ୍ୟାୟ 1  
  • ଦିତୀୟ ବଂଶାବଳୀ ଅଧ୍ୟାୟ 2  
  • ଦିତୀୟ ବଂଶାବଳୀ ଅଧ୍ୟାୟ 3  
  • ଦିତୀୟ ବଂଶାବଳୀ ଅଧ୍ୟାୟ 4  
  • ଦିତୀୟ ବଂଶାବଳୀ ଅଧ୍ୟାୟ 5  
  • ଦିତୀୟ ବଂଶାବଳୀ ଅଧ୍ୟାୟ 6  
  • ଦିତୀୟ ବଂଶାବଳୀ ଅଧ୍ୟାୟ 7  
  • ଦିତୀୟ ବଂଶାବଳୀ ଅଧ୍ୟାୟ 8  
  • ଦିତୀୟ ବଂଶାବଳୀ ଅଧ୍ୟାୟ 9  
  • ଦିତୀୟ ବଂଶାବଳୀ ଅଧ୍ୟାୟ 10  
  • ଦିତୀୟ ବଂଶାବଳୀ ଅଧ୍ୟାୟ 11  
  • ଦିତୀୟ ବଂଶାବଳୀ ଅଧ୍ୟାୟ 12  
  • ଦିତୀୟ ବଂଶାବଳୀ ଅଧ୍ୟାୟ 13  
  • ଦିତୀୟ ବଂଶାବଳୀ ଅଧ୍ୟାୟ 14  
  • ଦିତୀୟ ବଂଶାବଳୀ ଅଧ୍ୟାୟ 15  
  • ଦିତୀୟ ବଂଶାବଳୀ ଅଧ୍ୟାୟ 16  
  • ଦିତୀୟ ବଂଶାବଳୀ ଅଧ୍ୟାୟ 17  
  • ଦିତୀୟ ବଂଶାବଳୀ ଅଧ୍ୟାୟ 18  
  • ଦିତୀୟ ବଂଶାବଳୀ ଅଧ୍ୟାୟ 19  
  • ଦିତୀୟ ବଂଶାବଳୀ ଅଧ୍ୟାୟ 20  
  • ଦିତୀୟ ବଂଶାବଳୀ ଅଧ୍ୟାୟ 21  
  • ଦିତୀୟ ବଂଶାବଳୀ ଅଧ୍ୟାୟ 22  
  • ଦିତୀୟ ବଂଶାବଳୀ ଅଧ୍ୟାୟ 23  
  • ଦିତୀୟ ବଂଶାବଳୀ ଅଧ୍ୟାୟ 24  
  • ଦିତୀୟ ବଂଶାବଳୀ ଅଧ୍ୟାୟ 25  
  • ଦିତୀୟ ବଂଶାବଳୀ ଅଧ୍ୟାୟ 26  
  • ଦିତୀୟ ବଂଶାବଳୀ ଅଧ୍ୟାୟ 27  
  • ଦିତୀୟ ବଂଶାବଳୀ ଅଧ୍ୟାୟ 28  
  • ଦିତୀୟ ବଂଶାବଳୀ ଅଧ୍ୟାୟ 29  
  • ଦିତୀୟ ବଂଶାବଳୀ ଅଧ୍ୟାୟ 30  
  • ଦିତୀୟ ବଂଶାବଳୀ ଅଧ୍ୟାୟ 31  
  • ଦିତୀୟ ବଂଶାବଳୀ ଅଧ୍ୟାୟ 32  
  • ଦିତୀୟ ବଂଶାବଳୀ ଅଧ୍ୟାୟ 33  
  • ଦିତୀୟ ବଂଶାବଳୀ ଅଧ୍ୟାୟ 34  
  • ଦିତୀୟ ବଂଶାବଳୀ ଅଧ୍ୟାୟ 35  
  • ଦିତୀୟ ବଂଶାବଳୀ ଅଧ୍ୟାୟ 36  
×

Alert

×

oriya Letters Keypad References