ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

Notes

No Verse Added

ଯିଶାଇୟ ଅଧ୍ୟାୟ 4

1. ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର । 2. ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ । 3. ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ 4. ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ । 5. ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ । 6. ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ ।
1. ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର । .::. 2. ସେଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ଵିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ । .::. 3. ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ଵାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେନ୍ତ .::. 4. ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ । .::. 5. ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ଵଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ । .::. 6. ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ଵରୂପ ହେବା ନିମନ୍ତେ ଏକ ଆବାସ ହେବ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

oriya Letters Keypad References