ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

Notes

No Verse Added

ଆୟୁବ ପୁସ୍ତକ ଅଧ୍ୟାୟ 23

1. ଏଥିରେ ଆୟୁବ ଉତ୍ତର କରି କହିଲା, ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ- ବିଶିଷ୍ଟ; 2. ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ । 3. ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି! 4. ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ହେତୁବାଦରେ ଆପଣା ମୁଖ ପୂର୍ଣ୍ଣ କରନ୍ତି । 5. ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି । 6. ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ । 7. ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି । 8. ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ; 9. ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ । 10. ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି । 11. ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ । 12. ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି । 13. ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି । 14. କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି । 15. ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି । 16. କାରଣ ପରମେଶ୍ଵର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି; 17. ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ ।
1. ଏଥିରେ ଆୟୁବ ଉତ୍ତର କରି କହିଲା, ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ- ବିଶିଷ୍ଟ; .::. 2. ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ । .::. 3. ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି! .::. 4. ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ହେତୁବାଦରେ ଆପଣା ମୁଖ ପୂର୍ଣ୍ଣ କରନ୍ତି । .::. 5. ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି । .::. 6. ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ । .::. 7. ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି । .::. 8. ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ; .::. 9. ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ । .::. 10. ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି । .::. 11. ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ । .::. 12. ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି । .::. 13. ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି । .::. 14. କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି । .::. 15. ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି । .::. 16. କାରଣ ପରମେଶ୍ଵର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି; .::. 17. ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

oriya Letters Keypad References