ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 138

1. ଦାଉଦଙ୍କର ଗୀତ । ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି । 2. ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି । କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ । 3. ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ । 4. ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି । 5. ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍ । 6. ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି । 7. ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ । 8. ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ ।
1. ଦାଉଦଙ୍କର ଗୀତ । ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି । .::. 2. ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି । କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ । .::. 3. ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ । .::. 4. ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି । .::. 5. ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍ । .::. 6. ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି । .::. 7. ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ । .::. 8. ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References