ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 140

1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର । 2. ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି । 3. ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ । [ସେଲା 4. ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି । 5. ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । [ସେଲା 6. ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର । 7. ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ । 8. ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ । [ସେଲା 9. ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ । 10. ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ । 11. ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ । 12. ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ । 13. ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର । .::. 2. ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି । .::. 3. ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ । [ସେଲା .::. 4. ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି । .::. 5. ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । [ସେଲା .::. 6. ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର । .::. 7. ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ । .::. 8. ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ । [ସେଲା .::. 9. ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ । .::. 10. ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ । .::. 11. ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ । .::. 12. ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ । .::. 13. ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References