ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 32

1. ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ । 2. ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ । 3. ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା । 4. କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା 5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା 6. ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ । 7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା 8. ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି । 9. ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ 10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ । 11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର ।
1. ଦାଉଦଙ୍କ ଗୀତ । ମସ୍କୀଲ୍- ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ । .::. 2. ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ । .::. 3. ମୁଁ ମୌନୀ ହୋଇ ଥିବା ବେଳେ ଦିନଯାକ ଆର୍ତ୍ତନାଦ କରିବା ଦ୍ଵାରା ମୋହର ଅସ୍ଥିସବୁ କ୍ଷୟ ପାଇଲା । .::. 4. କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା; ମୋହର ରସ ଗ୍ରୀଷ୍ମକାଳୀନ ଶୁଷ୍କତାରେ ପରିଣତ ହେଲା । [ସେଲା .::. 5. ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ଵୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ଵୀକାର କରିବି; ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ । [ସେଲା .::. 6. ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ । .::. 7. ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ । [ସେଲା .::. 8. ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି । .::. 9. ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ଵ କି ଖଚର ପରି ହୁଅ ନାହିଁ .::. 10. ଦୁଷ୍ଟକୁ ଅନେକ ଦୁଃଖ ଘଟିବ; ମାତ୍ର ଯେଉଁ ଜନ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ, ତାହାର ଚତୁର୍ଦ୍ଦିଗରେ ଦୟା ବେଷ୍ଟନ କରିବ । .::. 11. ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ; ହେ ସରଳାନ୍ତଃକରଣ ସମସ୍ତେ, ତୁମ୍ଭେମାନେ ଆନନ୍ଦଧ୍ଵନି କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References