ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 38

1. ଦାଉଦଙ୍କର ଗୀତ, ସ୍ମରଣୋପାୟ । ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ । 2. କାରଣ ତୁମ୍ଭର ତୀରସବୁ ମୋʼଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି । 3. ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ । 4. କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ । 5. ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି । 6. ମୁଁ ବ୍ୟଥିତ ଓ ଅତ୍ୟ; ଅବନତ ହୋଇଅଛି । ମୁଁ ଦିନଯାକ ଶୋକ କରି ବୁଲୁଥାଏ । 7. କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ । 8. ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି । ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି । 9. ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ । 10. ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼଠାରୁ ଗଲାଣି । 11. ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି । 12. ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି । 13. ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗାଲୋକ ତୁଲ୍ୟ ହୁଏ । 14. ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ । 15. କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ । 16. କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି । 17. ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ । 18. ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି । 19. ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି । 20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ । 21. ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ । 22. ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ ।
1. ଦାଉଦଙ୍କର ଗୀତ, ସ୍ମରଣୋପାୟ । ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ । .::. 2. କାରଣ ତୁମ୍ଭର ତୀରସବୁ ମୋʼଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି । .::. 3. ତୁମ୍ଭ କୋପ ସକାଶୁ ମୋʼ ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ; ପୁଣି, ମୋʼ ପାପ ସକାଶୁ ମୋʼ ଅସ୍ଥିରେ କିଛି ଆରାମ ନାହିଁ । .::. 4. କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ଵରୂପ । .::. 5. ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ ଓ ବିକୃତ ହୋଇଅଛି । .::. 6. ମୁଁ ବ୍ୟଥିତ ଓ ଅତ୍ୟ; ଅବନତ ହୋଇଅଛି । ମୁଁ ଦିନଯାକ ଶୋକ କରି ବୁଲୁଥାଏ । .::. 7. କାରଣ ମୋʼ କଟିଦେଶ ଜ୍ଵାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ଵାସ୍ଥ୍ୟ ନାହିଁ । .::. 8. ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି । ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି । .::. 9. ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ । .::. 10. ମୋହର ହୃଦୟ ଧୁକ୍ଧୁକ୍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି; ମୋହର ଚକ୍ଷୁର ତେଜ ମଧ୍ୟ ମୋʼଠାରୁ ଗଲାଣି । .::. 11. ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି । .::. 12. ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ଦିନଯାକ ଛଳର ଚିନ୍ତା କରନ୍ତି । .::. 13. ମାତ୍ର ମୁଁ ବଧିର ଲୋକ ପରି ଶୁଣୁନାହିଁ; ପୁଣି, ମୁଁ ମୁଖ ନ ଫିଟାଇବା ଘୁଙ୍ଗାଲୋକ ତୁଲ୍ୟ ହୁଏ । .::. 14. ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ, ଏପରି ଲୋକ ତୁଲ୍ୟ ହୁଏ । .::. 15. କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ । .::. 16. କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି । .::. 17. ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ । .::. 18. ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି । .::. 19. ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ; ପୁଣି, ଅନ୍ୟାୟରେ ମୋତେ ଘୃଣା କରିବା ଲୋକେ ବହୁସଂଖ୍ୟକ ହୋଇଅଛନ୍ତି । .::. 20. ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ । .::. 21. ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ; ହେ ମୋହର ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ । .::. 22. ହେ ପ୍ରଭୋ, ମୋହର ପରିତ୍ରାଣ, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References