ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 62

1. ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ । 2. କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି । 3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ? 4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । [ସେଲା 5. ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ । 6. କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି । 7. ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି । 8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । [ସେଲା 9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ । 10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ । 11. ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ । 12. ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ । .::. 2. କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି । .::. 3. ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ? .::. 4. ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । [ସେଲା .::. 5. ହେ ମୋହର ପ୍ରାଣ, କେବଳ ପରମେଶ୍ଵରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ । .::. 6. କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି । .::. 7. ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି । .::. 8. ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । [ସେଲା .::. 9. ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ । .::. 10. ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ । .::. 11. ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ । .::. 12. ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References