ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 8

1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ! 2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ । 3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) 4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ? 5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ । 6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; 7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; 8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ । 9. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ! .::. 2. ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ । .::. 3. ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) .::. 4. ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ? .::. 5. ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ । .::. 6. ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; .::. 7. ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; .::. 8. ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ । .::. 9. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References