ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 96

1. ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର । 2. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର । 3. ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର । 4. କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ । 5. କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା । 6. ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ । 7. ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର । 8. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ । 9. ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ । 10. ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ । 11. ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 12. କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 13. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ ।
1. ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର । .::. 2. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର । .::. 3. ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର । .::. 4. କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ । .::. 5. କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା । .::. 6. ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ । .::. 7. ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର । .::. 8. ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ । .::. 9. ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ । .::. 10. ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ । .::. 11. ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; .::. 12. କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; .::. 13. ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

oriya Letters Keypad References