ନିହିମିୟା ଅଧ୍ୟାୟ 6
14 ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍ବଲ୍ଲଟ୍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍ବକ୍ତା, ସେମାନଙ୍କୁ ସ୍ମରଣ କର।
ପ୍ରାଚୀର କାର୍ଯ୍ୟର ସମାପ୍ତି 15 ତହୁଁ ବାବନ ଦିନ ମଧ୍ୟରେ ଇଲୂଲ ମାସର ପଚିଶତମ ଦିନରେ ପ୍ରାଚୀର ସମାପ୍ତ ହେଲା।
16 ପୁଣି, ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଏହା ଶୁଣନ୍ତେ, ଏପରି ହେଲା ଯେ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟ ସମସ୍ତେ ଭୀତ ହେଲେ ଓ ଆପଣାମାନଙ୍କ ଦୃଷ୍ଟିରେ ନିତାନ୍ତ ଲଜ୍ଜିତ ହେଲେ, କାରଣ ଏହି କର୍ମ ଯେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଡ଼ୁ ହେଲା, ଏହା ସେମାନେ ବୁଝିଲେ।
9