Oriya ବାଇବଲ |

ପ୍ରଥମ ବଂଶାବଳୀ total 29 ଅଧ୍ୟାୟଗୁଡ଼ିକ

ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 1
ପ୍ରଥମ ବଂଶାବଳୀ ଅଧ୍ୟାୟ 1

1 ଆଦମ, ଶେଥ, ଈନୋଶ;

2 କୟିନାନ, ମହଲଲେଲ, ଯେରଦ;

3 ହନୋକ, ମଥୁଶେଲହ, ଲେମକ;

4 ନୋହ, ଶେମ, ହାମ ଓ ଯେଫତ୍ ।

5 ଯେଫତ୍ର ସନ୍ତାନ ଗୋମର ଓ ମାଗୋଗ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତୀରସ୍,

6 ପୁଣି, ଗୋମରର ସନ୍ତାନ ଅସ୍କିନସ୍ ଓ ଦୀଫତ୍ ଓ ତୋଗର୍ମ ।

7 ଆଉ, ଯବନର ସନ୍ତାନ ଇଲୀଶା ଓ ତର୍ଶୀଶ୍ ଓ କିତ୍ତୀମ୍ ଓ ରୋଦାନିମ୍।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

8 ହାମର ସନ୍ତାନ କୂଶ୍ ଓ ମିସର, ପୂଟ୍ ଓ କିଣାନ ।

9 ପୁଣି, କୂଶ୍ର ସନ୍ତାନ ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା । ରୟମାର ସନ୍ତାନ ଶିବା ଓ ଦଦାନ୍ ।

10 ଆଉ, କୂଶ୍ ନିମ୍ରୋଦକୁ ଜାତ କଲା; ସେ ପୃଥିବୀରେ ପରାକ୍ରମୀ ହେବାକୁ ଲାଗିଲା ।

11 ମିସର ଲୂଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ

12 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନଙ୍କୁ ଜାତ କଲା ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

13 ପୁଣି, କିଣାନ ଆପଣା ପ୍ରଥମଜାତ ସୀଦୋନକୁ, ତହୁଁ ହେତକୁ ଜାତ କଲା;

14 ପୁଣି, ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ

15 ଓ ହିବ୍ବୀୟ ଓ ଅର୍କୀୟ ଓ ସୀନୀୟ

16 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା ।

17 ଶେମର ସନ୍ତାନଗଣ; ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ ଓ ଊସ୍ ଓ ହୂଲ ଓ ଗେଥର ଓ ମେଶକ୍ ।

18 ପୁଣି, ଅର୍ଫକ୍ଷଦ ଶେଲହକୁ ଜାତ କଲା ଓ ଶେଲହ ଏବରକୁ ଜାତ କଲା ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

19 ପୁଣି, ଏବରର ଦୁଇ ପୁତ୍ର ଜାତ ହେଲେ; ଏକର ନାମ ପେଲଗ୍; କାରଣ ତାହାର ସମୟରେ ପୃଥିବୀ ବିଭକ୍ତ ହେଲା ଓ ତାହାର ଭ୍ରାତାର ନାମ ଯକ୍ତନ୍ ।

20 ପୁଣି, ଯକ୍ତନ୍ ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ

21 ଓ ହଦୋରାମ ଓ ଉସଲ ଓ ଦିକ୍ଲା

22 ଓ ଓବଲ ଓ ଅବୀମାୟେଲ ଓ ଶିବା

23 ଓ ଓଫୀର ଓ ହବୀଲା ଓ ଯୋବବକୁ ଜାତ କଲା । ଏମାନେ ଯକ୍ତନର ସନ୍ତାନ ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

24 ଶେମ, ଅର୍ଫକ୍ଷଦ, ଶେଲହ;

25 ଏବର, ପେଲଗ୍, ରୀୟ;

26 ସରୁଗ୍, ନାହୋର, ତେରହ

27 ଅବ୍ରାମ୍, ଅର୍ଥାତ୍ ଅବ୍ରହାମ ।

28 ଅବ୍ରହାମଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାଏଲ ।

29 ଏମାନଙ୍କର ବଂଶାବଳୀ ଏହି; ଇଶ୍ମାଏଲର ପ୍ରଥମଜାତ ନବାୟୋତ୍; ତହିଁ ଉତ୍ତାରେ କେଦାର ଓ ଅଦ୍ବେଲ୍ ଓ ମିବ୍ସମ୍, ମିଶ୍ମ ଓ ଦୁମା, ମସା;

ପ୍ରଥମ ବଂଶାବଳୀ ଅଧ୍ୟାୟ 1

30 ହଦଦ୍ ଓ ତେମା, ଯିଟୂର, ନାଫୀଶ୍ ଓ କେଦମା;

31 ଏମାନେ ଇଶ୍ମାଏଲର ସନ୍ତାନ ।

32 ଅବ୍ରହାମଙ୍କର ଉପପନିୀ କଟୂରାର ସନ୍ତାନଗଣ ଏହି; ସେ ସିମ୍ରନ୍ ଓ ଯକ୍ଷନ୍ ଓ ମଦାନ୍ ଓ ମିଦୀୟନ୍ ଓ ଯିଶ୍ବକ୍ ଓ ଶୂହକୁ ଜାତ କଲା । ଆଉ ଯକ୍ଷନ୍ର ସନ୍ତାନ ଶିବା ଓ ଦଦାନ୍ ।

33 ଆଉ ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ ।

34 ପୁଣି ଅବ୍ରହାମ ଇସ୍‍ହାକକୁ ଜାତ କଲେ । ସେହି ଇସ୍‍ହାକର ପୁତ୍ର ଏଷୌ ଓ ଇସ୍ରାଏଲ ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

35 ଏଷୌର ସନ୍ତାନ ଇଲୀଫସ୍, ରୁୟେଲ ଓ ଯୀୟସ୍ ଓ ଯାଲମ୍ ଓ କୋରହ ।

36 ଇଲୀଫସ୍ର ପୁତ୍ର ତୈମନ ଓ ଓମାର, ସଫୀ ଓ ଗୟିତମ୍, କନସ୍ ଓ ତିମ୍ନ ଓ ଅମାଲେକ ।

37 ରୁୟେଲର ସନ୍ତାନ ନହତ୍, ସେରହ, ଶମ୍ମ ଓ ମିସା ।

38 ଆଉ ସେୟିରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟୋନ୍ ଓ ଅନା ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍ ।

39 ଲୋଟନ୍ର ସନ୍ତାନ ହୋରି ଓ ହୋମମ୍ ଓ ତିମ୍ନା ଲୋଟନ୍ର ଭଗିନୀ ଥିଲା ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

40 ଶୋବଲର ସନ୍ତାନ ଅଲୀୟନ୍ ଓ ମାନହତ୍ ଓ ଏବଲ, ଶଫୀ ଓ ଓନମ୍ । ଆଉ ସିବୀୟୋନର ପୁତ୍ର ଅୟା ଓ ଅନା ।

41 ଅନାର ପୁତ୍ର ଦିଶୋନ୍ । ଆଉ ଦିଶୋନ୍ର ପୁତ୍ର ହମ୍ରଣ ଓ ଇଶ୍ବନ୍ ଓ ଯିତ୍ରନ୍ ଓ କରାଣ ।

42 ଏତ୍ସରର ପୁତ୍ର ବିଲ୍ହନ୍ ଓ ସାବନ୍, ଯାକନ୍ । ଦୀଶନର ପୁତ୍ର ଊସ୍ ଓ ଅରାଣ ।

43 ଇସ୍ରାଏଲ-ସନ୍ତାନଗଣ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହିସବୁ ରାଜା ଇଦୋମ ଦେଶରେ ରାଜତ୍ଵ କରିଥିଲେ; ବୀୟୋରର ପୁତ୍ର ବେଲା; ତାଙ୍କର ନଗରର ନାମ ଦିନ୍ହାବା ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

44 ଆଉ ବେଲା ମଲେ, ତହୁଁ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ତାଙ୍କର ପଦରେ ରାଜ୍ୟ କଲେ ।

45 ଆଉ ଯୋବବ୍ ମରନ୍ତେ, ତୈମନ୍ ଦେଶୀୟ ହୂଶମ୍ ତାଙ୍କର ପଦରେ ରାଜ୍ୟ କଲେ ।

46 ପୁଣି ହୂଶମ୍ ମଲା ଉତ୍ତାରେ ବଦଦର ପୁତ୍ର ଯେଉଁ ହଦଦ୍ ମୋୟାବ-ପଦାରେ ମିଦୀୟନକୁ ପରାସ୍ତ କରିଥିଲେ, ସେ ତାଙ୍କ ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ଅବୀତ୍ ଥିଲା ।

47 ଆଉ ହଦଦ୍ ମରନ୍ତେ, ମସ୍ରେକା ନିବାସୀ ସମ୍ଳ ତାଙ୍କର ପଦରେ ରାଜ୍ୟ କଲେ ।

ପ୍ରଥମ ବଂଶାବଳୀ ଅଧ୍ୟାୟ 1

48 ପୁଣି ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ୍ ତାଙ୍କର ପଦରେ ରାଜ୍ୟ କଲେ ।

49 ପୁଣି ଶୌଲ୍ ମଲା ଉତ୍ତାରେ ଅକ୍ବୋରର ପୁତ୍ର ବାଲ୍ହାନନ୍ ତାଙ୍କର ପଦରେ ରାଜ୍ୟ କଲେ ।

50 ଆଉ ବାଲ୍ହାନନ୍ ମରନ୍ତେ, ହଦଦ୍ ତାଙ୍କର ପଦରେ ରାଜ୍ୟ କଲେ; ତାଙ୍କର ନଗରର ନାମ ପାୟୀ ଓ ତାଙ୍କର ଭାର୍ଯ୍ୟାଙ୍କ ନାମ ମହେଟବେଲ୍, ସେ ମେଷାହବର ପୌତ୍ରୀ ମଟ୍ରେଦର କନ୍ୟା ଥିଲେ ।

51 ଅନନ୍ତର ହଦଦ୍ ମଲେ । ଏମାନେ ଇଦୋମର ରାଜା ଥିଲେ, ଯଥା, ରାଜା ତିମ୍ନ, ରାଜା ଅଲୀୟା, ରାଜା ଯିଥେତ୍,

ପ୍ରଥମ ବଂଶାବଳୀ ଅଧ୍ୟାୟ 1

52 ରାଜା ଅହଲୀବାମା, ରାଜା ଏଲା, ରାଜା ପୀନୋନ୍;

53 ରାଜା କନସ୍, ରାଜା ତୈମନ୍, ରାଜା ମିବ୍ସର୍;

54 ରାଜା ମଗ୍ଦୀୟେଲ, ରାଜା ଈରମ୍ । ଏମାନେ ଇଦୋମର ରାଜା ଥିଲେ ।