ହଗୟ ଅଧ୍ୟାୟ 2
11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
12 କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯେବେ ତାହାର ଅଞ୍ଚଳ ରୁଟୀ କିମ୍ଵା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ନା ।
13 ସେତେବେଳେ ହାଗୟ କହିଲେ, ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଲୋକ ଯେବେ ଏହି ଦ୍ରବ୍ୟମାନର ମଧ୍ୟରୁ କୌଣସି ଦ୍ରବ୍ୟ ସ୍ପର୍ଶ କରେ, ତେବେ ତାହା କି ଅଶୁଚି ହେବ? ତହିଁରେ ଯାଜକମାନେ ଉତ୍ତର କରି କହିଲେ, ତାହା ଅଶୁଚି ହେବ ।
8