ହୋଶେୟ ଅଧ୍ୟାୟ 8
6 କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ ।
7 କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ । ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯେବେ ଉତ୍ପନ୍ନ କରିବ, ବିଦେଶୀୟମାନେ ତାହା ଗ୍ରାସ କରିବେ ।
8 ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି ।
6