ଆୟୁବ ପୁସ୍ତକ ଅଧ୍ୟାୟ 26
1 ତହିଁରେ ଆୟୁବ ଉତ୍ତର କରି କହିଲା,
2 ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ!
3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?
5 ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
4