ହିତୋପଦେଶ ଅଧ୍ୟାୟ 9
6 ହେ ଅବୋଧ ଲୋକମାନେ, (ଅବୋଧମାନଙ୍କର ସଙ୍ଗ) ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ ।
7 ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ ।
8 ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକି ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9 ଜ୍ଞାନୀକି ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ତିତ୍ୟ ବୃଦ୍ଧି ପାଇବ ।
5