Oriya ବାଇବଲ |
ଗୀତସଂହିତା total 150 ଅଧ୍ୟାୟଗୁଡ଼ିକ
ଗୀତସଂହିତା
ଗୀତସଂହିତା ଅଧ୍ୟାୟ 117
ଗୀତସଂହିତା ଅଧ୍ୟାୟ 117
1 ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର ।
2 କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।