ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ ଗୀତ । ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ ।
2. ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ଵାରୁ ମୋʼ ପ୍ରାଣକୁ ଉଦ୍ଧାର କର ।
3. ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?
4. ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ।
5. ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ । ମୁଁ କେଦାରର ତମ୍ଵୁସମୂହ ମଧ୍ୟରେ ବାସ କରେ ।
6. ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି ।
7. ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 120 / 150
ଗୀତସଂହିତା 120
1 ଆରୋହଣ ଗୀତ । ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ । 2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ଵାରୁ ମୋʼ ପ୍ରାଣକୁ ଉଦ୍ଧାର କର । 3 ହେ ପ୍ରବଞ୍ଚକ ଜିହ୍ଵେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ? 4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର । 5 ହାୟ, ହାୟ, ମୁଁ ମେଶକରେ ପ୍ରବାସ କରେ । ମୁଁ କେଦାରର ତମ୍ଵୁସମୂହ ମଧ୍ୟରେ ବାସ କରେ । 6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି । 7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 120 / 150
Common Bible Languages
West Indian Languages
×

Alert

×

oriya Letters Keypad References