ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ହେ ପରମେଶ୍ଵର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର ।
2. କାରଣ ତୁମ୍ଭେ ହିଁ ମୋହର ବଳ ସ୍ଵରୂପ ପରମେଶ୍ଵର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
3. ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ ।
4. ତହିଁରେ ମୁଁ ପରମେଶ୍ଵରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ଵରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ଵର, ମୋହର ପରମେଶ୍ଵର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି ।
5. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି ।

Notes

No Verse Added

Total 150 Chapters, Current Chapter 43 of Total Chapters 150
ଗୀତସଂହିତା 43:4
1. ହେ ପରମେଶ୍ଵର, ମୋହର ବିଚାର କର ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର
2. କାରଣ ତୁମ୍ଭେ ହିଁ ମୋହର ବଳ ସ୍ଵରୂପ ପରମେଶ୍ଵର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?
3. ତୁମ୍ଭର ଦୀପ୍ତି ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ
4. ତହିଁରେ ମୁଁ ପରମେଶ୍ଵରଙ୍କ ବେଦି ନିକଟକୁ ମୋହର ପରମାନନ୍ଦଜନକ ପରମେଶ୍ଵରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ଵର, ମୋହର ପରମେଶ୍ଵର, ମୁଁ ବୀଣାଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି
5. ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ମୋହର ପରମେଶ୍ଵର ଅଟନ୍ତି
Total 150 Chapters, Current Chapter 43 of Total Chapters 150
×

Alert

×

oriya Letters Keypad References