ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ ।
2. ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି ।
3. ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ ।
4. ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧।
5. ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ ।
6. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 66
ଯିଶାଇୟ 12:29
1 ସେହି ଦିନରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ଵନା କରୁଅଛ । 2 ଦେଖ, ପରମେଶ୍ଵର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ଵାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି । 3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ । 4 ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର⇧। 5 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ । 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ଵର କରି ଆନନ୍ଦଧ୍ଵନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ଵରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 66
Common Bible Languages
West Indian Languages
×

Alert

×

oriya Letters Keypad References