ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ ଗୀତ; ଦାଉଦଙ୍କ ରଚିତ । ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି ।
2. ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3. ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4. ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି ।
5. କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି ।
6. ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
7. ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ ।
8. ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ ।
9. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି ।

Notes

No Verse Added

Total 150 Chapters, Current Chapter 122 of Total Chapters 150
ଗୀତସଂହିତା 122
1. ଆରୋହଣ ଗୀତ; ଦାଉଦଙ୍କ ରଚିତ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି
2. ହେ ଯିରୂଶାଲମ, ତୁମ୍ଭ ଦ୍ଵାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3. ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4. ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ଵରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି
5. କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି
6. ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;
7. ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ତୁମ୍ଭ ଅଟ୍ଟାଳିକାସମୂହର ସୁରକ୍ଷା ହେଉ
8. ମୋହର ଭ୍ରାତୃଗଣ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ
9. ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ଚେଷ୍ଟା କରିବି
Total 150 Chapters, Current Chapter 122 of Total Chapters 150
×

Alert

×

oriya Letters Keypad References