ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ । ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ ।
2. ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ ।
3. ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ ।
4. ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
5. ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ ।
6. ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 53 / 150
ଗୀତସଂହିତା 53:81
1 ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ଵରରେ ଦାଉଦଙ୍କର ମସ୍କୀଲ୍ । ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ । 2 ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ । 3 ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ । 4 ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? 5 ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ଵର ତୁମ୍ଭ ବିରୁଦ୍ଧରେ ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ଵର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ । 6 ଆଃ, ଯେବେ ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତାଣ!
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 53 / 150
Common Bible Languages
West Indian Languages
×

Alert

×

oriya Letters Keypad References