1. ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ ।
|
2. ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି ।
|
6. ମୁଁ ଆପଣା କାତରୋକ୍ତିରେ କ୍ଳା; ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ ।
|