ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ ଗୀତ । ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
2. ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ ।
3. ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
4. ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ ।
5. ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା ।
6. ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ ।
7. ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ ।
8. ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 121 / 150
1 ଆରୋହଣ ଗୀତ । ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? 2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ । 3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; 4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ । 5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା । 6 ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ । 7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ । 8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 121 / 150
×

Alert

×

Oriya Letters Keypad References