ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି ।
2. ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି ।
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ ।
4. ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ ।
5. ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।
6. ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି । [ସେଲା
7. ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି ।
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି ।
9. ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି ।
10. କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ ।
11. ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ ।

Notes

No Verse Added

Total 150 Chapters, Current Chapter 57 of Total Chapters 150
ଗୀତସଂହିତା 57
1. ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍; ଗୁମ୍ପାରେ ଶାଉଲଙ୍କ ସମ୍ମୁଖରୁ ପଳାଇବା ବେଳେ ରଚିତ ହେ ପରମେଶ୍ଵର, ମୋତେ ଦୟା କର; ମୋତେ ଦୟା କର; କାରଣ ମୋʼ ପ୍ରାଣ ତୁମ୍ଭର ଶରଣାଗତ; ଆଉ, ଏହିସବୁ ବିପଦ ବହିଯିବା ପର୍ଯ୍ୟନ୍ତ ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବି
2. ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି
3. ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ ସେଲା ପରମେଶ୍ଵର ଆପଣା ଦୟା ସତ୍ୟତା ପ୍ରେରଣ କରିବେ
4. ମୋʼ ପ୍ରାଣ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ଵଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦ; ବର୍ଚ୍ଛା ତୀର ତୁଲ୍ୟ, ପୁଣି ଜିହ୍ଵା ତୀକ୍ଷ୍ଣ ଖଡ଼୍‍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ
5. ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ
6. ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ସେମାନେ ଆପେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି ସେଲା
7. ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି
8. ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ବୀଣେ, ଜାଗ୍ରତ ହୁଅ; ମୁଁ ନିଜେ ଅତି ପ୍ରଭାତରେ ଜାଗ୍ରତ ହେବି
9. ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ଦେଶୀୟଗଣ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି
10. କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ
11. ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ
Total 150 Chapters, Current Chapter 57 of Total Chapters 150
×

Alert

×

oriya Letters Keypad References