3. ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ ।
|
4. ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ । ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ ।
|
5. ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ । ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ ।
|