ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?
2. କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି ।
3. ଯେବେ ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କଅଣ କରି ପାରିବ?
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ ।
5. ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ ।
6. ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଓ ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ ।
7. କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ ।

Notes

No Verse Added

Total 150 Chapters, Current Chapter 11 of Total Chapters 150
ଗୀତସଂହିତା 11
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?
2. କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି
3. ଯେବେ ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କଅଣ କରି ପାରିବ?
4. ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ
5. ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ
6. ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଗନ୍ଧକ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ
7. କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ
Total 150 Chapters, Current Chapter 11 of Total Chapters 150
×

Alert

×

oriya Letters Keypad References