ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ
1. ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର ।
2. ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
3. ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି ।
4. କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
5. ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ ।

Notes

No Verse Added

Total 14 Chapters, Current Chapter 3 of Total Chapters 14
1 2 3 4 5 6 7 8 9 10 11 12 13 14
ହୋଶେୟ 3
1. ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର
2. ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଏକ ହୋମର ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;
3. ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି
4. କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;
5. ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ
Total 14 Chapters, Current Chapter 3 of Total Chapters 14
1 2 3 4 5 6 7 8 9 10 11 12 13 14
×

Alert

×

oriya Letters Keypad References