ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା
1. ଗୀତ; କୋରହ-ସନ୍ତାନଗଣର ଗୀତ । ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ- ଶ୍ରେଣୀରେ ସ୍ଥାପିତ ।
2. ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ଵାରସମୂହକୁ ଅଧିକ ସ୍ନେହ କରନ୍ତି ।
3. ହେ ପରମେଶ୍ଵରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି । [ସେଲା
4. ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା ଓ ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା ।
5. ଆହୁରି, ସିୟୋନ ବିଷୟରେ କୁହାଯିବ, ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ଵୟଂ ତାହା ସୁସ୍ଥିର କରିବେ ।
6. ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ । [ସେଲା
7. ଗାୟକ ଓ ନର୍ତ୍ତକମାନେ କହିବେ, ମୋହର ସବୁ ଝର ତୁମ୍ଭଠାରେ ଅଛି ।

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 87 / 150
1 ଗୀତ; କୋରହ-ସନ୍ତାନଗଣର ଗୀତ । ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ- ଶ୍ରେଣୀରେ ସ୍ଥାପିତ । 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ଵାରସମୂହକୁ ଅଧିକ ସ୍ନେହ କରନ୍ତି । 3 ହେ ପରମେଶ୍ଵରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି । [ସେଲା 4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା ଓ ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା । 5 ଆହୁରି, ସିୟୋନ ବିଷୟରେ କୁହାଯିବ, ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ; ପୁଣି, ସର୍ବୋପରିସ୍ଥ ସ୍ଵୟଂ ତାହା ସୁସ୍ଥିର କରିବେ । 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ । [ସେଲା 7 ଗାୟକ ଓ ନର୍ତ୍ତକମାନେ କହିବେ, ମୋହର ସବୁ ଝର ତୁମ୍ଭଠାରେ ଅଛି ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 87 / 150
×

Alert

×

Oriya Letters Keypad References