ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ ।
2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ ।
3. କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି ।
4. ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର ।
5. ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ ।
6. ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ
7. କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ ।
8. ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9. ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ ।
10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
11. ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ ।

Notes

No Verse Added

Total 150 Chapters, Current Chapter 95 of Total Chapters 150
ଗୀତସଂହିତା 95
1. ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ
2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ
3. କାରଣ ସଦାପ୍ରଭୁ ମହାନ ପରମେଶ୍ଵର ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି
4. ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର
5. ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ
6. ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ
7. କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ତାହାଙ୍କ ହସ୍ତଗତ ମେଷ ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ
8. ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
9. ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଆମ୍ଭର କର୍ମ ଦେଖିଲେ
10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
11. ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ
Total 150 Chapters, Current Chapter 95 of Total Chapters 150
×

Alert

×

oriya Letters Keypad References