ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଷ୍ଟର ବିବରଣ
1. ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା ।
2. ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ?
3. କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା ।

Notes

No Verse Added

Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 10
1 2 3 4 5 6 7 8 9 10
ଏଷ୍ଟର ବିବରଣ 10
1 ସେହି ଅକ୍ଷଶ୍ଵେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ଵୀପସମୂହରେ କର ବସାଇଲା । 2 ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟକୁ ଯେଉଁ ମହତ୍ତ୍ଵ ଦେଇ ଉଚ୍ଚପଦରେ ନିଯୁକ୍ତ କଲା, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲିଖିତ ନାହିଁ? 3 କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ଵେରଶ ରାଜାର ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭାତ୍ରୁସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ଵେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲା ।
Total 10 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 10 / 10
1 2 3 4 5 6 7 8 9 10
Common Bible Languages
West Indian Languages
×

Alert

×

oriya Letters Keypad References