1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ ।
|
8. ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ ।
|
9. ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ ।
|
10. ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ ।
|