ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆରୋହଣ ଗୀତ । ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
2. ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ ।
3. ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
4. ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ ।
5. ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା ।
6. ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ ।
7. ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ ।
8. ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ ।

Notes

No Verse Added

Total 150 Chapters, Current Chapter 121 of Total Chapters 150
ଗୀତସଂହିତା 121:1
1. ଆରୋହଣ ଗୀତ ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
2. ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ପୃଥିବୀ ନିର୍ମାଣ କଲେ
3. ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
4. ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ
5. ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା
6. ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ
7. ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ
8. ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଭିତରେ ଆସିବାର ରକ୍ଷା କରିବେ
Total 150 Chapters, Current Chapter 121 of Total Chapters 150
×

Alert

×

oriya Letters Keypad References