1. ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ପରମେଶ୍ଵରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ତଳରେ ତାହାଙ୍କର ପ୍ରଶଂସା କର;
|
2. ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର । ତାହାଙ୍କ ଶ୍ରେଷ୍ଠ ମହତ୍ତ୍ଵାନୁସାରେ ତାହାଙ୍କର ପ୍ରଶଂସା କର ।
|
6. ନିଃଶ୍ଵାସପ୍ରଶ୍ଵାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
|