ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. ଆସଫର ଗୀତ । ପରମେଶ୍ଵର ପରମେଶ୍ଵରଙ୍କ ମଣ୍ତଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି ।
2. ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା
3. ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର ।
4. ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର ।
5. ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ ।
6. ମୁଁ କହିଲି, ତୁମ୍ଭେମାନେ ଈଶ୍ଵରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ ।
7. ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ ।
8. ହେ ପରମେଶ୍ଵର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ ।

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 82 / 150
ଗୀତସଂହିତା 82:77
1 ଆସଫର ଗୀତ । ପରମେଶ୍ଵର ପରମେଶ୍ଵରଙ୍କ ମଣ୍ତଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି । 2 ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା 3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର । 4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର । 5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ । 6 ମୁଁ କହିଲି, ତୁମ୍ଭେମାନେ ଈଶ୍ଵରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ । 7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ । 8 ହେ ପରମେଶ୍ଵର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 82 / 150
Common Bible Languages
West Indian Languages
×

Alert

×

oriya Letters Keypad References