ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯିରିମିୟ
1. ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
2. ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ ।
3. ତାହାର ବଳବାନ ଅଶ୍ଵଗଣର ଖୁରା ଶଦ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶଦ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
4. କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ଵ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ଵୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ଵ ହରଣ କରିବେ;
5. ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ?
6. ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ ।
7. ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 52
1 ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତା; । 2 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ । 3 ତାହାର ବଳବାନ ଅଶ୍ଵଗଣର ଖୁରା ଶଦ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶଦ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ; 4 କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ଵ ହରଣ କରିବାର, ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ଦିନ ଆସୁଅଛି; ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, କପ୍ତୋର ଦ୍ଵୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ଵ ହରଣ କରିବେ; 5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? 6 ହେ ସଦାପ୍ରଭୁଙ୍କ ଖଡ଼୍‍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷା; ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶା; ଓ କ୍ଷା; ହୁଅ । 7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 47 / 52
×

Alert

×

Oriya Letters Keypad References